1. ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ

କ୍ୟାନସର୍ ଓ ଆସ୍ଥମା ଦୂର କରିବ କଳା ହଳଦୀ

ଘରେ ହଳଦିଆ ରଙ୍ଗର ହଳଦୀ ଥିବା ଦେଖିଥିବେ କିନ୍ତୁ କେବେ କ’ଣ କଳା ରଙ୍ଗର ହଳଦୀ ବିଷୟରେ ଶୁଣଇଛନ୍ତି କି। ବେଶ କମ୍ ସ୍ଥାନରେ ହିଁ କଳା ହଳଦୀ ଦେଖିବାକୁ ମିଳେ। ଏହା ସାଧାରଣ ହଳଦୀଠାରୁ ମଧ୍ୟ ଅନେକ ଲଭାଦାୟ । ଆଣ୍ଟିବାୟୋଟିକ ରୂପେ ବ୍ୟବହାର ହେଉଥିବା ଏହି କଳା ହଳଦୀକୁ ବିଭିନ୍ନ ରୋଗର ଉପଚାର ପାଇଁ ବ୍ୟବହାର କରାଯାଏ। ବିଶେଷ କରି ଓଡ଼ିଶା, ପଶ୍ଚିମବଙ୍ଗ, ମଧ୍ୟପ୍ରେଦଶ, ଉତ୍ତରପୂର୍ବ ଅଞ୍ଚଳରେ ମିଳୁଥିବା ଏହି ଦୁର୍ଲଭ ହଳଦୀକୁ ବ୍ୟବହାର କରି କ୍ୟାନସର ଏବଂ ଆସ୍ଥାମ ଭଳି ରୋଗର ଉପଚାର କରାଯାଇଥାଏ।

KJ Staff
KJ Staff
Black Turmeric

-ଏହି ହଳଦୀରେ ଇଭୁପ୍ରୋଭିନ ଅଧିକ ମାତ୍ରାରେ ରହିଛି। ଏହାଦ୍ୱାରା ପୁରୁଣା ଅର୍ଥରାଇଟିସ ଯନ୍ତ୍ରଣାକୁ ଭଲ କରାଯାଇପାରେ। କେବଳ ସେତିକି ନୁହେଁ କୁଣ୍ଡେଇ ହେବା, ପେଟ ସମସ୍ୟା, ଅଲସର, କୋଲନ କ୍ୟାନସର, ଫୁସଫୁସ ଜନିତ ରୋଗକୁ ଦୂର କରିବାରେ ମଧ୍ୟ କଳା ହଳଦୀ ବେଶ ସହାୟକ ହୋଇଥାଏ।

-ଏହି କଳା ହଳଦୀକୁ ଅନେକ ଔଷଧ ତିଆରି କରିବାରେ ମଧ୍ୟ ବ୍ୟବହାର କରାଯାଏ। ଆସ୍ଥମା, କ୍ୟାନସର, ଜ୍ୱର, ବ୍ରଣ, ଆଲର୍ଜି, ମାଇଗ୍ରେସନ, ଲେପ୍ରୋସି ଭଳି ରୋଗର ଉପଚାର ପାଇଁ ତଆରି କରାଯାଉଥିବା ମେଡିସିନରେ ଏହି ହଳଦୀର ବ୍ୟବହାର ହୁଏ।

Like this article?

Hey! I am KJ Staff. Did you liked this article and have suggestions to improve this article? Mail me your suggestions and feedback.

Share your comments