ଆଜି(ସୋମବାର) ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୬୦ ଟଙ୍କା ରହିଛି । ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା (Gold)ର ୧୦ ଗ୍ରାମ ହାରରେ ୪୨୦ ଟଙ୍କା ହ୍ରାସ ପାଇଛି ।
ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା (Gold)ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୭୧ ଟଙ୍କା ଅଛି ।
ଜାତୀୟ ରାଜଧାନୀ ଦିଲ୍ଲୀ (Delhi)ରେ ୨୪ କ୍ୟାରେଟ୍ ସୁନା (Gold)ର ୧୦ ଗ୍ରାମ ହାର ୫୨,୫୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୨୦୦ ଟଙ୍କା ଅଛି ।
ପ୍ରକାଶ ଥାଉ କି, ଭୁବନେଶ୍ୱର (BHUBANESWAR)ରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି ।
Share your comments