1. କୃଷି ଖବର

Gold Price Today:ଶସ୍ତା ହେଲା ସୁନା ଦର; ଜାଣନ୍ତୁ କେତେ ?

ଆଜି(ସୋମବାର) ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୬୦ ଟଙ୍କା ରହିଛି । ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାରରେ ୪୨୦ ଟଙ୍କା ହ୍ରାସ ପାଇଛି ।

Sudesna Nayak
Sudesna Nayak

ଆଜି(ସୋମବାର) ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୬୦ ଟଙ୍କା ରହିଛି । ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା (Gold)ର ୧୦ ଗ୍ରାମ ହାରରେ ୪୨୦ ଟଙ୍କା ହ୍ରାସ ପାଇଛି ।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା (Gold)ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା । ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୨୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୭୧ ଟଙ୍କା ଅଛି ।

ଜାତୀୟ ରାଜଧାନୀ ଦିଲ୍ଲୀ (Delhi)ରେ ୨୪ କ୍ୟାରେଟ୍ ସୁନା (Gold)ର ୧୦ ଗ୍ରାମ ହାର ୫୨,୫୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି । କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା । ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୨୦୦ ଟଙ୍କା ଅଛି ।

ପ୍ରକାଶ ଥାଉ କି, ଭୁବନେଶ୍ୱର (BHUBANESWAR)ରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା ଅଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି ।

କମିଲା ସୁନା ଦର ; ଜାଣନ୍ତୁ କେତେ ?

କମିଲା ସୁନା ଦର; ଜାଣନ୍ତୁ ଆଜିର ଦର

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments