News

ଛେଚିବ ବର୍ଷା ; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା (heavy rain) ସମ୍ଭାବନା ରହିଛି । ଆଜି ବୁଧବାର (Wednesday)ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (yellow alert)ଜାରି କରାଯାଇଛି ।

25 September, 2024 12:11 PM IST By: Sudesna Nayak

ଆସୁଛି ବଡ଼ ବର୍ଷା (heavy rain)। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା (heavy rain) । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ହିଁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସୂଚନା ଥାଉ ଯେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା (heavy rain) ସମ୍ଭାବନା ରହିଛି । ଆଜି ବୁଧବାର (Wednesday)ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (yellow alert)ଜାରି କରାଯାଇଛି । ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲ୍ଲା,ବରଗଡ଼ ଜିଲ୍ଲା, ଝାରସୁଗୁଡ଼ା ଜିଲ୍ଲା,କେନ୍ଦୁଝର ଜିଲ୍ଲା,କେନ୍ଦ୍ରାପଡ଼ା ଜିଲ୍ଲା, ଯାଜପୁର ଜିଲ୍ଲା,ବାଲେଶ୍ୱର ଜିଲ୍ଲା, ଭଦ୍ରକ ଜିଲ୍ଲା ,ମୟୁରଭଞ୍ଜ ଜିଲ୍ଲା, ଓ ସମ୍ବଲପୁର ଜିଲ୍ଲା ।

ସେହିପରି ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ପରବର୍ତ୍ତୀ ୨୪ ଘଣ୍ଟାରେ ବାଲେଶ୍ୱର ଜିଲ୍ଲା, ଭଦ୍ରକ (bhadrak)ଜିଲ୍ଲା ,ସୁନ୍ଦରଗଡ଼ ଜିଲ୍ଲା, ଝାରସୁଗୁଡ଼ା ଜିଲ୍ଲା, କେନ୍ଦୁଝର ଜିଲ୍ଲା, ମୟୂରଭଞ୍ଜ, ଜିଲ୍ଲା, ଯାଜପୁର ଜିଲ୍ଲା, କେନ୍ଦ୍ରାପଡ଼ା ଜିଲ୍ଲା, ବରଗଡ଼ ଜିଲ୍ଲା, ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ମଧ୍ଯ ଦିଆଯାଇଛି ।

ପ୍ରକାଶ ଥାଉ ଯେ,ରାଜ୍ୟରେ ପ୍ରବଳ ବର୍ଷା (heavy rain) ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା (rain)। ଆଜି ପ୍ରବଳ ବର୍ଷା ପାଇଁ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (yellow alert) ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ...

ଦିନକୁ ଦିନ ବଢ଼ି ଚାଲିଛି ପିଆଜ ଦର

ପ୍ରଧାନମନ୍ତ୍ରୀ ଅନ୍ନଦାତା ଆୟ ସଂରକ୍ଷଣ ଅଭିଯାନ ଯୋଜନା ଜାରି ରଖିବାକୁ କ୍ୟାବିନେଟ୍ ଅନୁମୋଦନ