News

ଖୋର୍ଦ୍ଧାରେ ସ୍ଥାପନ ହେବ ସରକାରୀ ମିଲେଟ୍‌ ପ୍ରୋସେସିଂ ୟୁନିଟ୍‌

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ରାଜ୍ୟରେ ମିଲେଟ୍‌ ମିଶନ୍‌କୁ ବ୍ୟାପକ କରିବା ପାଇଁ ପ୍ରଥମ ସରକାରୀ ମିଲେଟ୍‌ ପ୍ରୋସେସିଂ ୟୁନିଟ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେ ପୁଣି କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ଏହା ଖୋର୍ଦ୍ଧାରେ ସ୍ଥାପନ କରାଯାଉଥିବାବେଳେ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ ୟୁନିଟ୍‌ ସ୍ଥାପନ ହେବ ବୋଲି ଯୋଜନା ପ୍ରସ୍ତୁତ ହୋଇଛି।

20 December, 2020 9:23 AM IST By: KJ Staff

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ରାଜ୍ୟରେ ମିଲେଟ୍‌ ମିଶନ୍‌କୁ ବ୍ୟାପକ କରିବା ପାଇଁ ପ୍ରଥମ ସରକାରୀ ମିଲେଟ୍‌ ପ୍ରୋସେସିଂ ୟୁନିଟ୍‌ ସ୍ଥାପନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେ ପୁଣି କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ଏହା ଖୋର୍ଦ୍ଧାରେ ସ୍ଥାପନ କରାଯାଉଥିବାବେଳେ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ ୟୁନିଟ୍‌ ସ୍ଥାପନ ହେବ ବୋଲି ଯୋଜନା ପ୍ରସ୍ତୁତ ହୋଇଛି।

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)