1. କୃଷି ଖବର

ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଆଜି ଗୁରୁବାର ଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ (Niranjan Pujari Minister of Finance of Odisha) ୨୦୨୨-୨୦୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବେ ।

Sudesna Nayak
Sudesna Nayak
odisha assembly winter session from today

odisha assembly winter session from today

ଆଜି ଗୁରୁବାର (Thursday) ଠାରୁ ଓଡ଼ିଶା ବିଧାନସଭା (Odisha Legislative Assembly)ର ଶୀତ ଅଧିବେଶନ ଆରମ୍ଭ ହେବ । ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୦୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ (Niranjan Pujari Minister of Finance of Odisha) ଆଗତ କରିବେ ।

ନଭେମ୍ବର ୩୦ ଏବଂ ଡିସେମ୍ବର ୧ ତାରିଖ ଦୁଇଦିନ ଧରି ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ଏହାପରେ ଡିସେମ୍ବର ୨ ତାରିଖ ଦିନ ଗୃହରେ ବ୍ୟୟମଞ୍ଜୁରୀ ବିଲ୍‍ ଉପରେ ଆଲୋଚନା ହୋଇ ହିଁ ବିଲ୍‍ ପାରିତ ହେବ । ଅଧିବେଶନଟି ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବାବେଳେ ଏଥିରେ ମୋଟ ୩୩ଟି କାର୍ଯ୍ୟଦିବସ ରହିଛି ।

ଶୀତ ଅଧିବେଶନ (odisha assembly winter session) ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ରଣନୀତି ସ୍ଥିର କରିଛି । ଚାଷ ଓ ଚାଷୀ ପ୍ରସଙ୍ଗକୁ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି ଦଳ । ଫସଲ ବୀମାରୁ ଚାଷୀ ବଞ୍ଚିତ ହେବା, ମଣ୍ତି ଅବ୍ୟବସ୍ଥା, କଟନି ଓ ଛଟନି ପ୍ରସଙ୍ଗରେ ସରକାରଙ୍କ ଜବାବ ତଲବ କରିବ ବିଜେପି ।

ଅଧିବେଶନର (odisha assembly winter session) ପ୍ରଥମ ଦିନରେ ୨୦୨୨-୨୦୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ (Budget)ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ । ଏହି ଅଧିବେଶନରେ କୋଭିଡ୍‌ କଟକଣା ଉଠାଇ ଦିଆଯାଇଛି । କୋଭିଡ୍‌ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ ।

ପ୍ରକାଶ ଥାଉ ଯେ, ବିଧାନସଭାର ଶୀତ ଅଧିବେଶନ (Assembly winter session)ଆଜି ଗୁରୁବାର (Thursday) ଠାରୁ ଆରମ୍ଭ । ଏହା ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ ।

ଚାଷୀଙ୍କ ପାଇଁ ମାତିଲେ : ୩୭ ବିଧାନସଭା କ୍ଷେତ୍ରରେ ଧାରଣା ଦେବ ବିଜେପି

Presidential election: ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଆରମ୍ଭ

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments