1. କୃଷି ଖବର

ମଧ୍ୟପ୍ରଦେଶ ରାଇସେନରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ

ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ହେଉଛି ମହିନ୍ଦ୍ରା ଟ୍ରାକ୍ଟରଗୁଡିକର ସର୍ବଶେଷ ଅଫର୍

Tanushree Mahapatra
Tanushree Mahapatra
Samridh kisan utsav in raisen

Samridh kisan utsav in raisen

ମଧ୍ୟପ୍ରଦେଶ ରାଇସେନରେ ଆୟୋଜିତ ହେଲା ସମ୍ରିଦ୍ଧ କିସାନ ଉତ୍ସବ l କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା ଏହି କୃଷି ମେଳାର ମୁଖ୍ୟ ପ୍ରାୟୋଜକ ହେଉଛି ମହିନ୍ଦ୍ରା ଟ୍ରାକ୍ଟର l ଖରିଫ ଫସଲରେ ରୋଗ ଏବଂ କୀଟନାଶକ ପରିଚାଳନା, ଟ୍ରାକ୍ଟର ଶିଳ୍ପରେ ଉଦ୍ଭାବନ ଏବଂ ମିଲେଟ ଚାଷ ଉପରେ ଅନ୍ତର୍ନିହିତ ଆଲୋଚନା ହୋଇଥିଲା । କୃଷି ଜାଗରଣ ତରଫରୁ ଗଭୀର କୃତଜ୍ଞତା ରାଇସେନ୍ କୃଷି ବିଜ୍ଞାନ କେନ୍ଦ୍ରକୁ l

ଏହି କୃଷି ମେଳାର ନଲେଜ ପାର୍ଟନର ରହିଛି ICAR l ଏହି କୃଷି ମେଳାରେ ୩୦ ଜଣ ପ୍ରଗତିଶୀଳ ଚାଷୀଙ୍କୁ କୃଷି ଜାଗରଣ ଟିମ ପକ୍ଷରୁ ସମ୍ମାନିତ କରାଯାଇଥିଲା l ଏହି କୃଷି ମେଳାରେ ୧୫୦ ରୁ ଅଧିକ ଚାଷୀ ସାମିଲ ହୋଇଥିଲେ l ମହିନ୍ଦ୍ରା ଟ୍ରାକ୍ଟର ତରଫରୁ ଋଷଭ ଦୁବେ ଏବଂ ଅର୍ଜୁନ ସିଂ ଏହି ମେଳାରେ ସାମିଲ ହୋଇ ଚାଷୀଙ୍କ ସହ କମ୍ପାନୀର ନୂତନ ଟ୍ରାକ୍ଟର ବିଷୟରେ ଆଲୋଚନା କରିଥିଲେ l ଅନ୍ୟପଟେ କୃଷି ବିଜ୍ଞାନ କେନ୍ଦ୍ରର କୃଷି ବୈଜ୍ଞାନିକ ମଧ୍ୟ ଏହି କୃଷି ମେଳାରେ ସାମିଲ ହୋଇଥିଲେ l

ମହିନ୍ଦ୍ରା ଟ୍ରାକ୍ଟର ପ୍ରଦର୍ଶିତ କାର୍ଯ୍ୟକ୍ରମ :-

ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ହେଉଛି ମହିନ୍ଦ୍ରା ଟ୍ରାକ୍ଟରଗୁଡିକର ସର୍ବଶେଷ ଅଫର୍, ଯାହା ଚାଷ ପ୍ରଣାଳୀରେ ବୈପ୍ଲବିକ ଏବଂ ଉତ୍ପାଦନ ବୃଦ୍ଧି ପାଇଁ ପରିକଳ୍ପିତ କରିଥାଏ ଏକ ନୂଆ ସ୍ବପ୍ନକୁ l ଏହି କାର୍ଯ୍ୟକ୍ରମରେ ଯୋଗଦେଉଥିବା କୃଷକମାନେ ନିଜ କ୍ଷେତ୍ରରେ ସର୍ବୋଚ୍ଚ ଫଳାଫଳ ପାଇଁ ଟ୍ରାକ୍ଟର ବ୍ୟବହାରକୁ ଅପ୍ଟିମାଇଜ୍ କରିବା ପାଇଁ ପ୍ରଦର୍ଶନ ଏବଂ ବିଶେଷଜ୍ଞଙ୍କ ମାର୍ଗଦର୍ଶନ ପାଇଥିଲେ l

ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6   l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍  https://millionairefarmer.in/  ପରିଦର୍ଶନ କରନ୍ତୁ l

For collaboration, partnership and sponsorship connect:-

Anika Bassi : 93542 19435

Megha Sharma : 9891668292

Poonam Biswakarma : 98188936522

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ