News

ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ମଙ୍ଗଳବାର ପାଇଁ ୧୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ଯାଜପୁର ଜିଲ୍ଲା, କଟକ ଜିଲ୍ଲା, ନୟାଗଡ଼ ଜିଲ୍ଲା, ଗଞ୍ଜାମ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, ଗଜପତି ଜିଲ୍ଲା, କନ୍ଧମାଳ ଜିଲ୍ଲା, ରାୟଗଡ଼ା ଜିଲ୍ଲା ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

28 March, 2023 12:21 PM IST By: Sudesna Nayak

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ । ଯାହାକୁ ନେଇ ଆସନ୍ତାକାଲି ଠୁ ହିଁ ରାଜ୍ୟକୁ ଆଉ ଏକ ପଶ୍ଚିମାଝଡ଼ ଆସୁଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ୩୧ ତାରିଖରେ ଉପକୂଳ ଓଡ଼ିଶାର (odisha) କେତେକାଂଶରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ (imd)। ଆଜି ମଙ୍ଗଳବାର (tuesday)ମଧ୍ୟ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ (thunderstorm in odisha)ବର୍ଷା ସମ୍ଭାବନା ରହିଛି ।

ଜାଣି ରଖନ୍ତୁ ଯେ, ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁର ପ୍ରବେଶ ଯୋଗୁଁ ହିଁ ଓ ବାୟୁମଣ୍ଡଳର ଉପରି ଭାଗରେ ଥିବା ଶୁଷ୍କ ବାୟୁ ପ୍ରବାହ ଫଳରେ ଓଡ଼ିଶା (odisha) ରେ ବିଜୁଳି, ଘଡ଼ଘଡ଼ିଜନିତ ବର୍ଷା (rain) ହେଉଛି । ଏହିପରି ଆସନ୍ତା ଆଉ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ (imd)।

ପ୍ରକାଶ ଥାଉ ଯେ,କହିବାକୁ ଗଲେ, ୩୦ ତାରିଖ ଦିନ ପୁଣି ପଶ୍ଚିମ‌ା ଝଡ଼ ପ୍ରଭାବରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷା (rain) ହେବ ବୋଲି ପାଣିପାଗ ବିଭାଗ (imd) ପୂର୍ବାନୁମାନ କରିଛି । ସେହିପରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା (rain)ହେବାର ମଧ୍ଯ ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ରାଜ୍ୟ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ..

ୟୁ ଟର୍ଣ୍ଣ ନେଲା ମୌସୁମୀ, ବଦଳିଲା ପାଗ..

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)