1. କୃଷି ଖବର

ଆଜି ୭୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦୀ

ଡିସେମ୍ବର ୨୩ରେ ରୋଜଗାର ମେଳା ଅବସରରେ ୭୧ ହଜାରରୁ ଊର୍ଦ୍ଧ୍ବ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ (Prime Minister Modi) ।

Sudesna Nayak
Sudesna Nayak
Under Rozgar Mela Prime Minister Modi to distribute over 71,000 appointment letters to recruits in govt departments,pic credit-@narendramodi

Under Rozgar Mela Prime Minister Modi to distribute over 71,000 appointment letters to recruits in govt departments,pic credit-@narendramodi

ଡିସେମ୍ବର ୨୩ରେ ରୋଜଗାର ମେଳା ଅବସରରେ ୭୧ ହଜାରରୁ ଊର୍ଦ୍ଧ୍ବ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ (Prime Minister Modi) । ଭିଡିଓ କନଫରେନ୍ସିଂ ଯୋଗେ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ବେଳକୁ ୭୧ ହଜାରରୁ ଊର୍ଦ୍ଧ୍ଵ ନିଯୁକ୍ତି ପତ୍ର ବଂଟନ କରିବେ । ରୋଜଗାର ମେଳା ଅବସରରେ ତାଙ୍କର ଉଦବୋଧନ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ଭିଡିଓ କନଫରେନ୍ସିଂ ଯୋଗେ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (Prime Minister Modi) ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ବେଳକୁ ୭୧ ହଜାରରୁ ଊର୍ଦ୍ଧ୍ଵ ନିଯୁକ୍ତି ପତ୍ର ବଂଟନ କରିବେ । ରୋଜଗାର ମେଳା ଅବସରରେ ତାଙ୍କର ଉଦବୋଧନ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ନିଯୁକ୍ତି ସୃଷ୍ଟି କରିବା କ୍ଷେତ୍ରରେ ରୋଜଗାର ମେଳା ହେଉଛି ପ୍ରଧାନମନ୍ତ୍ରୀ ମୋଦୀ(Prime Minister Modi)ଙ୍କର ଏକ ବଳିଷ୍ଠ ପଦକ୍ଷେପ । ଏହି ମେଳା ଯୁବ ସମାଜକୁ ରାଷ୍ଟ୍ର ନିର୍ମାଣ ସହ ନିଜକୁ ସଶକ୍ତ କରିବାରେ ବିଶେଷ ସହାୟକ ହେବ ।

ଦେଶର ୪୫ଟି ସ୍ଥାନରେ ଏହି ନିଯୁକ୍ତି ମେଳା ଅନୁଷ୍ଠିତ ହେବ । କେନ୍ଦ୍ର ସରକାରଙ୍କର ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ଲାଗି ଏହି ମେଳା ଅନୁଷ୍ଠିତ ହେଉଛି । ନବ ନିଯୁକ୍ତମାନେ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ, ଡାକ ବିଭାଗ(Department of Posts), ଉଚ୍ଚଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ଅର୍ଥ ବିଭାଗ ସହ ଅନ୍ୟାନ୍ୟ ବିଭାଗ ଲାଗି କାମ କରିବେ ।​

pib.gov.in

ହସ୍ତକଳା, ହସ୍ତତନ୍ତ, କୃଷି ଉତ୍ପାଦ ଏବଂ ପର୍ଯ୍ୟଟନ ସୁବିଧାକୁ ପ୍ରୋତ୍ସାହିତ !

OUATର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ